ଭୋଗରାଇରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ପିପିଲି ସାହାବନ୍ଦର ବୈତ ବନ୍ଦାଣ ଉତ୍ସବ ସମ୍ପର୍କରେ ସୂଚନା ଦିଆଯାଇଛି। ଏହି ଉତ୍ସବ ଆସନ୍ତା 24 ତାରିଖରୁ 26 ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।