କୋରାପୁଟ ସହର: ସଦଭାବନା ସଭାଗୃହ ଠାରେ ସିଏମ କିଷାନ ସହାୟତା ରାଶି ପ୍ରଦାନ ଜିଲ୍ଲାର ୧ ଲକ୍ଷ ୩୩ ହଜାର ୭୧୭ ଜଣ ଚାଷୀ ଉପକୃତ ହେଲେ
Koraput Town, Koraput | Aug 27, 2025
କୃଷିଭିତ୍ତିକ ଗଣପର୍ବ ପବିତ୍ର ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ 'ସିଏମ କିଷାନ' ସହାୟତା ରାଶି ପ୍ରଦାନ ବ୍ୟବସ୍ଥାର ଶୁଭାରମ୍ଭ...