ବରଗଡ: ସ୍ଥାନୀୟ ଗାନ୍ଧୀ ଛକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ, ଯୋଗଦେଲେ ଜିଲ୍ଲାପାଳ
Bargarh, Bargarh (Baragarh) | Aug 9, 2025
ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୩ ତମ ଜନ୍ମ ଜୟନ୍ତୀ ଅବସରରେ ବରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଛି | ଶନିବାର...