ସେମିଳିଗୁଡା ବ୍ଳକର ସୁବାଇ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଏବଂ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ଦିନ ୧୨ ଘଣ୍ଟା ପର୍ଯ୍ୟନ୍ତ ଆୟୋଜିତ ଅଭିଯୋଗ ଶୁଣାଣୀ ଶିବିରରେ ପଞ୍ଚାୟତର ବିଭିନ୍ନ ସମସ୍ୟା ଶୁଣିବା ସହ ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରିଥିଲେ। ଅଭିଯୋଗ ଏବଂ ଜନ ଶୁଣାଣୀ ଶିବିରରେ ବ୍ଳକ୍ ସ୍ତରୀୟ ବିଭାଗୀୟ ଅଧିକାରୀ ସହ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ।