କବିସୂର୍ଯ୍ୟନଗର: କବିସୂର୍ଯ୍ୟନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ୧ନଂ ୱାର୍ଡ ସଭ୍ୟ ଭୋର ସକାଳୁ ପୋଖରୀ କୁ ଗାଧୋଇବା କୁ ଯାଇଥିବା ବେଳେ ସେଠାରେ ମୃତ୍ୟୁ
Kabisuryanagar, Ganjam | Aug 24, 2025
ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ୧ନଂ ୱାର୍ଡ ସଭ୍ୟ ବିପିନ ବିହାରୀ ଶତପଥୀ ଭୋର ସକାଳୁ ନିକଟସ୍ଥ ପୋଖରୀ କୁ ଗାଧୋଇବାକୁ...