ଟିପି ୱେଷ୍ଟର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ ପକ୍ଷରୁ ସମ୍ୱଲପୁର ସହରର ବିଦ୍ୟୁତ୍ ଭିତ୍ତିଭୂମିକୁ ସୁଦୃଢ଼ କରିବା ଏବଂ ଗ୍ରାହକମାନଙ୍କ ପାଇଁ ସୁରକ୍ଷିତ, ଅଧିକ ନିର୍ଭରଯୋଗ୍ୟ ବିଦ୍ୟୁତ୍ ସେବା ସୁନିଶ୍ଚିତ କରିବା ପାଇଁ ପ୍ରମୁଖ ସିଷ୍ଟମ ଗୁଡ଼ିକର ଉନ୍ନତିକରଣ କାର୍ଯ୍ୟକୁ ଅତି ତୀବ୍ରତର କରାଯାଉଛି । ଯାହା ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ ଏବଂ ବିଦ୍ୟୁତ୍ ବିତରଣ ବ୍ୟବସ୍ଥାର ଭବିଷ୍ୟତ ପାଇଁ ପ୍ରସ୍ତୁତ ପ୍ରତି କମ୍ପାନୀର ଦୃଢ଼ ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଅଛି । ସହରବ୍ୟାପୀ ବିଦ୍ୟୁତ୍ ଖୁଣ୍ଟର ମରାମତି ଏବଂ ନେଟୱାର୍କ ପୁନଃସଂଗଠନ ଅଭିଯାନ କରାଯାଉଛି lସେହିପରି କମ୍ପାନୀ ପ