Public App Logo
Jansamasya
India
Congress
Modi
Delhi
Viral
Jharkhand
���ेट्रोल
���िल्ली
���िरफ्तार
Breakingnews
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
Crimenews
Bareilly
Bcci
Agra
Breaking
Aimim
Railway
Bsf
Fatehpur
Kanganaranaut
Meerut
No video available

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ସମ୍ବଲପୁରରେ ହେବ ଡପଲର ରାଡ଼ାର, ୟୁନିଟ-୫ ସ୍ଥିତ ବାସଭବନରେ ପ୍ରତିକ୍ରିୟା ରଖିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ

ସହର ଉପକଣ୍ଠ ଜମାଦାରପାଲି ନିକଟରେ ରହିଥିବା ପାଣିପାଗ ବିଭାଗ ର ଏକ ଅତ୍ୟାଧୁନିକ ଜ୍ଞାନକୌଶଳ ଯୁକ୍ତ ପାଣିପାଗ ଡଫ୍ଲର ରାଡ଼ାର ର ସ୍ଥାପନା କାର୍ଯ୍ୟର ଶୁଭାରମ୍ଭ ହୋଇଛି | ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଙ୍କ ଦ୍ଵାରା ଏହାର ଶୁଭାରମ୍ଭ ହୋଇଥିବା ବେଳେ, ଆସନ୍ତା ୬ ମାସ ମଧ୍ୟରେ ଏହା କାର୍ଯ୍ୟକ୍ଷମ ହେବ ହେବ ବୋଲି ଏହି ଅବସରରେ ମନ୍ତ୍ରୀ ଶ୍ରୀ ପୂଜାରୀ କହିଛନ୍ତି ।

MORE NEWS