ନୂଆପଡା: ନୂଆପଡା କାଦୋମେରୀ ପଞ୍ଚାୟତରେ ଗାଁରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ
ନୂଆପଡା ସଦର ବ୍ଲକ କାଦୋମେରୀ ପଞ୍ଚାୟତରେ ଓଡ଼ିଶା ସରକାରଙ୍କ ଗାଁରେ ପ୍ରଶାସନ ଓ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ତାରେଶ୍ବରୀ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।