ଅନୁଗୋଳ: ଜିଲ୍ଲାରେ ଆସନ୍ତା ଗୁରୁବାର ଦିନ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି
Anugul, Angul | Sep 3, 2025
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅନୁଗୁଳ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।...