ନୟାଗଡ: ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ଆସନ୍ତାକାଲି ସକାଳ ୮.୩୦ ରୁ ୨୭ ତାରିଖ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି
Nayagarh, Nayagarh | Aug 25, 2025
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ନୟାଗଡ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।...