କଟକ ପୌରାଞ୍ଚଳ: ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ଆସନ୍ତାକାଲି ସକାଳ ୮.୩୦ ମିନିଟ୍ ପର୍ଯ୍ୟନ୍ତ ଅରେଞ୍ଜ ୱାର୍ଣ୍ଣିଂ ଜାରି
Cuttack M Corp PS, Cuttack | Sep 2, 2025
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କଟକ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।...