Public App Logo
Jansamasya
हादसा
News
पुलिस
Maharashtra
Bjp
National
Police
Bihar
कांग्रेस
Congress
Accident
Modi
Delhi
Viral
Crime
Up
अमित_शाह
Bollywood
Breakingnews
Narendramodi
Madhya_pradesh
Mp
उत्तरप्रदेश
Pmmodi
Rahulgandhi
यूपी
Uttarpradesh
Haryana
Cricket

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ବ୍ଳକର ଛାମୁଣ୍ଡା ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମ ପରିଦର୍ଶନ କରିଛନ୍ତି ଉପାଧ୍ୟକ୍ଷ ନିଳାଞ୍ଚଳ ଖିଲାର ।

Bhanjanagar, Ganjam | Nov 27, 2025
ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ବ୍ଳକର ଛାମୁଣ୍ଡା ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମ ପରିଦର୍ଶନ କରିଛନ୍ତି ଉପାଧ୍ୟକ୍ଷ ନିଳାଞ୍ଚଳ ଖିଲାର । ସେ ଆଜି ଦିନ 10 ଘଣ୍ଟ ସମୟରେ ଉକ୍ତ ଗ୍ରାମ ପଞ୍ଚାୟତ ର ବିଭିନ୍ନ ଗ୍ରାମ କୁ ଯାଇ ବିଭିନ୍ନ ମୌଳିକ ସମସ୍ୟା ର ଅନୁଧ୍ୟାନ କରିଛନ୍ତି । ଏଥିସହ ଲୋକଙ୍କ ସମସ୍ୟା ଓ ତାର ସମାଧାନ କିଭଳି ହୋଇପାରିବ ସେ ନେଇ ଗୁରୁତ୍ୱ ଦେଇଛନ୍ତି ଉପାଧ୍ୟକ୍ଷ ନିଳାଞ୍ଚଳ ଖିଲାର ।

MORE NEWS