ରମ୍ଭା ସରକାରୀ ଉଚ୍ଚ ବିଦ୍ୟାଳୟ ରେ ପି ଏମ ଶ୍ରୀ ବାର୍ଷିକ କ୍ରୀଡା ଉତ୍ସବ ପ୍ରାଧନ ଶିକ୍ଷକ ଗୋପୀନାଥ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l ମଂଗଳବାର ପୂର୍ବାହ୍ନରେ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ସମାଜସେବୀ ସୁବାଷ ଚନ୍ଦ୍ର ପଣ୍ଡା, ସମ୍ମାନିତ ଅତିଥି ବିଧାୟକ ପ୍ରତିନିଧି ସିମାଞ୍ଚଳ ବାଡତ୍ୟା, ସି ଆର ସି ସି ରବୀନ୍ଦ୍ର କୁମାର ପଣ୍ଡା, ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ସବିତା ବେହେରା ପ୍ରମୁଖ ଉପସ୍ଥିତ ଥିଲେ।