Public App Logo
Jansamasya
News
पुलिस
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
यूपी
कानपुर
Pm
Uttarpradesh

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ବରଖୋଲାରୁ ବେଆଇନ ଦେଶୀମଦ ପ୍ରସ୍ତୁତି କରିବା ଅଭିଯୋଗରେ ୨ ଅଭିଯୁକ୍ତଙ୍କୁ ଗିରଫ କଲା ଚନ୍ଦକା ଥାନା ପୁଲିସ

ଚନ୍ଦକା ଥାନା ପୁଲିସ ବେଆଇନ ଦେଶୀମଦ ପ୍ରସ୍ତୁତି ଓ ବିକ୍ରି ଅଭିଯୋଗରେ ଦୁଇ ଅଭିଯୁକ୍ତ ରମେଶ ଗାଇପାଇ ଓ ରାଧା ଗାଇପାଇଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି ।  ସୂଚନାଯୋଗ୍ୟ ଯେ, ଆଜି ଚନ୍ଦକା ଥାନାଧିକାରୀଙ୍କ ନିର୍ଦ୍ଦେଶ ମୁତାବକ ସମ୍ପୃକ୍ତ ଥାନାର ଏକ ପେଟ୍ରୋଲିଂ ଟିମ ନିଜ ଅଞ୍ଚଳରେ ପେଟ୍ରୋଲିଂ କରୁଥିବା ବେଳେ, ଅଭିଯୁକ୍ତ ରମେଶ ଗାଇପାଇ ଓ ଅଭିଯୁକ୍ତ ରାଧା ଗାଇପାଇ ବରଖୋଲା ସ୍ଥିତ ନିଜ ଘରେ ବେଆଇନ ଭାବେ ଦେଶୀମଦ ପ୍ରସ୍ତୁତି କରିବା ସହ ବିକ୍ରି କରୁଥିବା ନେଇ, ବିଶ୍ଵସ୍ତ ସୂତ୍ରରୁ ସୂଚନା ପାଇଥିଲେ ।