Public App Logo
Jansamasya
Buddhapurnima
Matricresult
News
Bjp
National
Police
Bihar
कांग्रेस
मौत
विधायक
Congress
Modi
Delhi
Viral
Odisha
Rajasthan
अमित_शाह
दिल्ली
Breakingnews
Narendramodi
Madhya_pradesh
Pmmodi
Ipl
Rahulgandhi
Haryana
Uttarpradesh
Cricket
शादी
Crimenews

କୋରାପୁଟ ସହର: କୋରାପୁଟ ସଦଭାବନା ସଭାଗୃହ ଠାରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ

Koraput Town, Koraput | Aug 1, 2025
କୋରାପୁଟ ଜିଲାସ୍ତରୀୟ ସ୍ଵାଧୀନତା ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ ସ୍ଥାନୀୟ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇ ଅଛି । କୋରାପୁଟ ଜିଲାପାଳ ମନୋଜ ସତ୍ୟୱାନ ମହାଜନଙ୍କ ଙ୍କ ଅଧକ୍ଷତାରେ ଅନୁଷ୍ଠିତ ବୈଠକରେ ବିଧାୟକ ରଘୁରାମ ମାଛ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ ।ପ୍ରତିବର୍ଷ ଭଳି ଚଳିତ ବର୍ଷ ମହା ସମାରୋହରେ ପାଳନ କରାଯିବା ନେଇ ବୈଠକରେ ନିଷ୍ପତି ନିଆଯାଇଛି । ଏହି ବୈଠକରେ ଆଇ ଏ ଏସ ପ୍ରୋବେସନାରୀ ସନ୍ତୋଷ କୁମାର ପାତ୍ର, ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାୟକ , ସାଂସଦ ପ୍ରତିନିନ୍ଧି ମନୋଜ କୁମାର ଆଚାର୍ଯ୍ୟ , ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଉପସ୍ଥିତ ଥିଲେ।
କୋରାପୁଟ ସହର: କୋରାପୁଟ ସଦଭାବନା ସଭାଗୃହ ଠାରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ - Koraput Town News