ରାୟଗଡା: ଚନ୍ଦ୍ରପୁର ବ୍ଲକର ସାରିକିମା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ଗ୍ରାମପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
Rayagada, Rayagada | Aug 11, 2025
ସୋମବାର ଦିନ ଚନ୍ଦ୍ରପୁର ବ୍ଲକର ସାରିକିମା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ଗ୍ରାମପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।