ଖୋର୍ଦ୍ଧା: ସହରରେ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ, କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରତିକ୍ରିୟା ରଖିଲେ ସାଂସଦ ଅପରାଜିତା ଷଢଙ୍ଗୀ
ଖୋର୍ଦ୍ଧା ସହରରେ ଆଜି ପୂର୍ବାହ୍ନ ସମୟରେ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରତିକ୍ରିୟା ରଖିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଢଙ୍ଗୀ l