ଚିତ୍ରଡାସ୍ଥିତ ମୋରଡା ବ୍ଲକ ଅଫିସ ପରିସରରେ ମଙ୍ଗଳବାର ଆୟୋଜିତ ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗଦେଇଥିବା ବେଳେ ଏହା ମଙ୍ଗଳବାର ଅପରାହ୍ନ ପାଞ୍ଚଟାରେ ଉଦଯାପିତ ହୋଇଯାଇଛି l ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଅଧିକାରୀ ରଣଜିତ ସୋରେନ ପରିଚାଳନା କରିଥିଲେ l