Public App Logo
Jansamasya
���ादसा
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
Jharkhand
Rajasthan
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
Crimenews
Nda
School
Cbi
Mathura
Fatehpur
Jodhpur

ଭଦ୍ରକ ଗ୍ରାମାଞ୍ଚଳ: ଚାନ୍ଦବାଲି କାଳୀ ମନ୍ଦିର ପରିସର ରେ ସ୍ୱଚ୍ଛ ଭାରତ କାର୍ଯ୍ୟ କ୍ରମ ଅନୁଷ୍ଠିତ

Bhadrak Rural, Bhadrak | Sep 18, 2025
ଭଦ୍ରକ ଜିଲ୍ଲା ଚାନ୍ଦବାଲି ଏନ ଏସି ମା ଦକ୍ଷୀଣେଶ୍ବରୀ କାଳୀ ମନ୍ଦିର ପରିସର ଓ କାଳୀ ପଡିଆ ଠାରେ ଭାରତୀୟ ଜନତା ପାର୍ଟି ର ସଦସ୍ୟ ମାନଙ୍କ ଦ୍ଵାରା ସ୍ବଚ୍ଛ ଭାରତ ଅଭିଯାନ କାର୍ଯ୍ୟ କ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ଜନ୍ମ ଦିନ ସେବା ସପ୍ତାହ ଅବସରରେ ସ୍ବଚ୍ଛ ଭାରତ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଆଜି ସକାଳ ୮ ଘଟିକା ସମୟରେ ଅନୁଷ୍ଠିତ ହୋଇଥିବା ସୂଚନା ମିଳିଛି।

MORE NEWS