Public App Logo
Jansamasya
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
���ाजस्थान
Jharkhand
Rajasthan
���ध्यप्रदेश
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
���ादी
Crimenews
Nda
School
Cbi
Politics

ଦେବଗଡ: ଜିଲ୍ଲା ମହୋତ୍ସବ ‘ଉତ୍ସବ ପ୍ରଧାନପାଟ’ ଜାନୁୟାରୀ ୧୮ ରୁ ଆରମ୍ଭ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରସ୍ତୁତି ବୈଠକ

ଦେବଗଡ ଜିଲ୍ଲା ମହୋତ୍ସବ ଉତ୍ସବ ପ୍ରଧାନପାଟ ଏବଂ ପଲ୍ଲିଶ୍ରୀ ମେଳା ଆସନ୍ତା ଜାନୁୟାରୀ ୧୮ ରୁ ୨୨ ତାରିଖ ପର୍ଯ୍ୟନ୍ତ ପାଳିତ ହେବ । ଏହି ଅବସରରେ ଆଜି ଦେବଗଡ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ତାରିଖ ଧାର୍ଯ୍ୟ କରାଯାଇଛି । ଦେବଗଡ ଜିଲ୍ଲା ସଂସ୍କୃତି ଅଧିକାରୀ ଈଶ୍ୱର ଗୁରୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ବର୍ଷର ଉତ୍ସବକୁ ଅଧିକ ଆକର୍ଷଣୀୟ ଏବଂ ଧୁମଧାମରେ ପାଳନ ନିମନ୍ତେ ଆଲୋଚନା କରାଯାଇଥିଲା।

MORE NEWS

ଦେବଗଡ: ଜିଲ୍ଲା ମହୋତ୍ସବ ‘ଉତ୍ସବ ପ୍ରଧାନପାଟ’ ଜାନୁୟାରୀ ୧୮ ରୁ ଆରମ୍ଭ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରସ୍ତୁତି ବୈଠକ - Debagarh News