ପୁରୀ ମ୍ୟୁନିସିପାଲଟି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଜନ୍ମଦିନ ଅବସରରେ ପୁରୀ ବେଳାଭୂମି ରେ ବାଲୁକା କଳା ରେ ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ
Puri M, Puri | Sep 16, 2025 ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଜନ୍ମଦିନ ଅବସରରେ ପୁରୀ ବେଳାଭୂମି ରେ ବାଲୁକା କଳା ରେ ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ l ଆଜି ଅପରାହ୍ନ 5 ସମୟରେ ବାଲୁକା କଳା ନିର୍ମାଣ କରିଥିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ l