ଚିକିଟି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚିକିଟି ବ୍ଲକ ଲାଲମେଣ୍ଟା ଗ୍ରାମ ପଞ୍ଚାୟତର ରାଜକିଶୋରପୁର ସ୍ଥିତ ହରିଜନ ସାହିରେ କୋଠଘର ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଛି। ଭିତ୍ତିପ୍ରସ୍ତର ସ୍ଥାପନ କରାଯିବା ସହ ଏନେଇ କାର୍ଯ୍ଯ ଆରମ୍ଭ ହୋଇଛି। ଶୁକ୍ରବାର ମଧ୍ୟାହ୍ନରେ ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଛି।