କୋରାପୁଟ ସହର: ଯୁଦ୍ଧ ଆଶଙ୍କାକୁ ଦୃଷ୍ଟିରେ ରଖି କୋରାପୁଟରେ ମକ୍ ଡ୍ରିଲ୍ ପାଇଁ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ