ବିରିଡି: ଗେଲପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ମହୋତ୍ସବ ସୁରଭି 2026 ଉଦଘାଟିତ
ବିରିଡି ବ୍ଲକର ଗେଲପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ମଣ୍ଡଳ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଅନୁଷ୍ଠିତ ହୋଇଛି। ଜଗତସିଂହପୁର ସାଂସଦ ଡ଼ଃ ବିଭୁ ପ୍ରସାଦ ତରାଇ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।