ଲଖନପୁର: ଝାରସୁଗୁଡ଼ାରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା-2026, ଚାଷୀଙ୍କ ଉନ୍ନତି ପାଇଁ ସରକାରଙ୍କ ପ୍ରୟାସ
ଝାରସୁଗୁଡ଼ାର ମନମୋହନ ସ୍କୁଲ ପଡ଼ିଆରେ ଅନୁଷ୍ଠିତ ହୋଇଛି ବ୍ଲକ୍ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା-2026। ମନ୍ତ୍ରୀ ସୁରେଶ ପୂଜାରୀ ଚାଷୀଙ୍କ ଆର୍ଥିକ ସମୃଦ୍ଧି ଓ ଆତ୍ମନିର୍ଭରଶୀଳତା ଉପରେ ଗୁରୁତ୍ୱ ଦେଇଛନ୍ତି।