କାମାକ୍ଷାନଗର: ବଣସିଂହ ଆଞ୍ଚଳିକ ମହାବିଦ୍ୟାଳୟର ପ୍ରତିଷ୍ଠାତା ଅଧ୍ୟକ୍ଷ ଡ. ନବୀନ ପତିଙ୍କ ପରଲୋକ
ବଣସିଂହ ଆଞ୍ଚଳିକ ମହାବିଦ୍ୟାଳୟର ପ୍ରତିଷ୍ଠାତା ଅଧ୍ୟକ୍ଷ ତଥା ଅର୍ଥନୀତି ବିଭାଗର ଅଧ୍ୟାପକ ଡ. ନବୀନ ପତିଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କଲେ । ଶିକ୍ଷାଜଗତରେ ଗଭୀର ଶୋକ ।