ଚୌଦ୍ଵାର-କଟକ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଶ୍ରୀଯୁକ୍ତ ପ୍ରଭାତ କୁମାର ବିଶ୍ଵାଳଙ୍କ ମାତା କ୍ଷୀରପ୍ରଭା ବିଶ୍ଵାଳଙ୍କ ଏକାଦଶାହ କ୍ରିୟାରେ ଧର୍ମଶାଳାର ପୁର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ ଯୋଗଦେଇ ଫଟୋ ଚିତ୍ରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଥିବା ଗୁରୁବାର ରାତି 8 ଘଟିକା ସମୟରେ ଦେଖିବାକୁ ମିଳିଛି ।