ଚମ୍ପୁଆ: ଚମ୍ପୁଆ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ର ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ କଂ ଦ୍ବାରା ସର୍ଭେ କାର୍ଯ୍ୟ ଆରମ୍ଭ
ଆଜି ବାରଟା ବେଳେ ଚମ୍ପୁଆ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ର ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଚମ୍ପୁଆ ରେ ସର୍ଭେ କାର୍ଯ୍ୟ ସହ ମୣତ୍ତିକା ପରୀକ୍ଷା ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି