ନୟାଗଡ: ବଡପଣ୍ଡୁସର ଠାରେ ଜିଲ୍ଲା ସ୍ତରୀୟ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମ ଦିବସକୁ ସ୍ମରଣୀୟ କରିବା ପାଇଁ ନୟାଗଡ ଜିଲ୍ଲାର ସମସ୍ତ ପଞ୍ଚାୟତସ୍ତରରେ ଆୟୋଜିତ ହେଉଛି ‘ଏକ୍ ପେଡ୍ ମା’ କେ ନାମ୍ ୨.୦’ ଅଭିଯାନ ଅଧିନରେ ଏକ ଦିବସୀୟ ସମୂହ ଚାରା ରୋପଣ କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମକୁ ଏକ ଜନ ଆନ୍ଦୋଳନରେ ପରିଣତ କରିବା ପାଇଁ ଜିଲ୍ଲାବ୍ୟାପୀ ୨ ଲକ୍ଷରୁ ଉର୍ଦ୍ଧ ଚାରା ରୋପଣ କରାଯାଇଛି I ଏହି ପରିପ୍ରେକ୍ଷୀରେ ବଡ଼ପଣ୍ଡୁସର ଠାରେ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ମାନ୍ୟବର ବିଧାୟକ ଖଣ୍ଡପଡ଼ା ଦୁଷ୍ମନ୍ତ କୁମାର ସ୍ୱାଇଁ, ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ସଭାପତି ଜିଲ୍ଲାପରିଷଦ ଇଂ ଦେବାଶିଷ ପଟ୍ଟନାୟକ