ସ୍ୱାତୀ ଅନୁଷ୍ଠାନ ଦ୍ୱାରା ରାଷ୍ଟ୍ରୀୟ ଏକତା ଦିବସ-୨୦୨୫ ପଭାରତ ର “ଲୋହ ମାନବ” ସର୍ଦାର ବଲ୍ଲଭଭାଇ ପଟେଲ ଙ୍କ ୧୫୦ତମ ଜନ୍ମ ଜୟନ୍ତୀ ରେ ସାରା ଦେଶ ରାଷ୍ଟ୍ରୀୟ ଏକତା ଦିବସ ପାଳନ କରୁଥିବା ବେଳେ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସ୍ୱାତୀ ବିଭିନ୍ନ ସ୍ଥାନରେ ଏହି ଦିବସ ଟିକୁ ଶ୍ରଦ୍ଧା ଓ ସମତା ର ସହିତ ପାଳନ କରିଛନ୍ତି । ଏହି ପରିପ୍ରେକ୍ଷିରେ ଅନୁଷ୍ଠାନର ଫୁଲବାଣୀ ଓ ପାବୁôରିଆ ସ୍ଥିତ କାର୍ଯ୍ୟାଳୟ ଠାରେ ସମ୍ପାଦକ ହରି ଶଙ୍କର ରାଉତ ଙ୍କ ସଭାପତିତ୍ୱରେ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମ ଗୁଡିକରେ ସର୍ଦାର ବଲ୍ଲଭଭାଇ ପଟେଲ ଯେପରି ଆମ ଦେଶକୁ ଏକତା ର ସ