Public App Logo
Jansamasya
News
Bjp
National
Police
Bihar
कांग्रेस
मौत
विधायक
Congress
Modi
Delhi
Viral
Odisha
Rajasthan
अमित_शाह
दिल्ली
Breakingnews
Narendramodi
Madhya_pradesh
Pmmodi
Ipl
Rahulgandhi
Haryana
Uttarpradesh
Cricket
शादी
Crimenews
Kolkata
Aap

ନବରଙ୍ଗପୁର ପୋଲିସ ଷ୍ଟେସନ: ତେନ୍ତୁଳୀଖୁଣ୍ଟି ବ୍ଲକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ରୋଗୀ କଲ୍ୟାଣ ସମିତି ବୈଠକରେ ଯୋଗଦେଲେ ନବରଙ୍ଗପୁର ବିଧାୟକ

ନବରଙ୍ଗପୁର ଜିଲ୍ଲା ତେନ୍ତୁଳୀଖୁଣ୍ଟି ବ୍ଲକ ଗୋଷ୍ଠୀ ସ୍ଵାସ୍ତ୍ୟ କେନ୍ଦ୍ର ଠାରେ ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଗୋଷ୍ଠୀ ସ୍ଵାସ୍ତ୍ୟ କେନ୍ଦ୍ର ରେ ରୋଗୀ କିପରି ଉତ୍ତମ ସେବା ସୁଯୋଗ ପାଇ ପାରିବେ ସେନେଇ ଆଲୋଚନା ହୋଇଥିଲା l ଏଠାରେ ମୁଖ୍ୟ ଅତିଥିଭାବେ ନବରଙ୍ଗପୁର ବିଧାୟକ ଶ୍ରୀ ଗୌରୀ ଶଙ୍କର ମାଝୀ, ବ୍ଲକ ଅଧକ୍ଷା, ଉପାଧ୍ୟକ୍ଷ ସମେତ,ଡାକ୍ତର ସମେତ,ସମୃକ୍ତ ବିଭାଗୀୟ କର୍ମଚାରୀ ଉପସ୍ଥିତ ଥିଲେ l
ନବରଙ୍ଗପୁର ପୋଲିସ ଷ୍ଟେସନ: ତେନ୍ତୁଳୀଖୁଣ୍ଟି ବ୍ଲକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ରୋଗୀ କଲ୍ୟାଣ ସମିତି ବୈଠକରେ ଯୋଗଦେଲେ ନବରଙ୍ଗପୁର ବିଧାୟକ - Nabarangapur PS News