ତଲସରା: ଟିକିଲି ପଡ଼ା ନିକଟରେ ମର୍ମନ୍ତୁଦ କାର ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ତିନି ଜଣ
ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ଥାନା ଅନ୍ତର୍ଗତ ଟିକିଲି ପଡ଼ା ନିକଟରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଳକ ସମେତ ୩ ଜଣ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏହି ଦୁର୍ଘଟଣା ସ୍ଥଳ କୁ ବଡ଼ଗାଁ ପୋଲିସ କାରକୁ ଜବତ କରିବା ସହ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।