ଫୁଲବାଣୀ ସହର: କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ଯୋଙ୍ଗୁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇଅଛି. ବିଭିନ୍ନ ସ୍ଥାନରେ ଯାତାୟତ ବାଧାପ୍ରାପ୍ତ ହୋଇଅଛି
କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ଯୋଙ୍ଗୁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇଅଛି. ବିଭିନ୍ନ ସ୍ଥାନରେ ଯାତାୟତ ବାଧାପ୍ରାପ୍ତ ହୋଇଅଛି. ମନ୍ଦିର ଭିତରେ ମଧ୍ୟ ପାଣି ପଶିଅଛି. ଆଉ କିଛି ଘାଟି ରାସ୍ତାରେ ରାସ୍ତା ଉପରେ ଆଣ୍ଠୁଏ ପାଣି ଯାଉଅଛି. ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଅଛି.