Public App Logo
Jansamasya
News
Maharashtra
Bjp
National
Police
Bihar
India
रेलवे
Coronavirus
कांग्रेस
बीजेपी
Congress
Modi
Delhi
Viral
Dm
Rajasthan
Bollywood
Patna
Breakingnews
Madhya_pradesh
उत्तरप्रदेश
Pmmodi
Rahulgandhi
Uttarpradesh
Haryana
Uttarakhand
जिलाधिकारी
Crimenews

ଦିଗପହଣ୍ଡି: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକର ଗୋକଣ୍ନପୁର ଗ୍ରାମ ପଞ୍ଚାୟତର ସଭାଗୃହ ଠାରେ ଗ୍ରାମସଭା ଅନୁଷ୍ଠିତ ହୋଇଥିବାର ଖବର ମିଳିଛି ।

Digapahandi, Ganjam | Dec 3, 2025
ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକର ଗୋକଣ୍ନପୁର ଗ୍ରାମ ପଞ୍ଚାୟତର ସଭାଗୃହ ଠାରେ ଗ୍ରାମସଭା ଅନୁଷ୍ଠିତ ହୋଇଥିବାର ଖବର ମିଳିଛି । ଏହା ଆଜି ଦିନ 11 ଘଣ୍ଟ ସମୟରେ ଅନୁଷ୍ଠିତ ହୋଇଥିବାର ଖବର ମିଳିଥିବା ବେଳେ ବ୍ଲକ ପ୍ରଶାସନ ପକ୍ଷରୁ ଏହା ଅନୁଷ୍ଠିତ ହୋଇଥିବାର ଖବର ମିଳିଛି । ଗ୍ରାମସଭାରେ ଗ୍ରାମ ପଞ୍ଚାୟତର ବହୁ ବରିଷ୍ଠ ନାଗରିକ ମାନେ ଯୋଗ ଦେଇଥିଲେ ।