ବାରିପଦା ମ୍ୟୁନିସିପାଲଟି: ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଦର୍ଶ ସମନ୍ୱିତ ସ୍ୱାସ୍ଥ୍ୟ ଶିବିର ସମ୍ପର୍କିତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
Baripada M, Mayurbhanj | Aug 26, 2025
ଆଗାମୀ ସେପ୍ଟେମ୍ବର ମାସ ୮ ତାରିଖରୁ ସେପ୍ଟେମ୍ବର ୧୦ ତାରିଖ ପର୍ଯ୍ୟନ୍ତ ବାରିପଦାର ଷ୍ଟେସନ ବଜାର ନିକଟସ୍ଥ ବିବାହ ମଣ୍ଡପ ଠାରେ ମୟୁରଭଞ୍ଜ ଅବସର...