ଜୁନାଗଡ: ଧାମନପୁର ପଞ୍ଚାୟତ କାର୍ଯ୍ୟଳୟ ଠାରେ ଜନ ଶୁଣାଣି ଓ ତାର ସମାଧାନ ଶିବିର ଅନୁଷ୍ଠିତ
ଧlମନପୁର ପଞ୍ଚାୟତ କାର୍ଯ୍ୟଳୟ ଠାରେ ଜନ ଶୁଣାଣି ଓ ତାର ସମାଧାନ ଶିବିର ଅନୁଷ୍ଠିତ । ଆଜି 17ତାରିଖ ସୋମବାର ସକାଳ 10ଟାରୁ ଅପରାହ୍ନ 4ଟା ପର୍ଯ୍ୟନ୍ତ ଧlମନପୁର ପଞ୍ଚାୟତ କାର୍ଯ୍ୟଳୟ ଠାରେ ଜନ ଶୁଣାଣି ଓ ତାର ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛ ।ଏହି ଶିବିର ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ ନେତୃତ୍ୱରେ ଧାମନପୁର ଗ୍ରାମ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଓ ତାର ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ୧୧୮ ଅଭିଯୋଗରୁ ରାଜ୍ୟ ଓ କେନ୍ଦ୍ର ସରକାର ଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାରେ ସାମିଲ କରି ୨୨ ଟି ସମସ୍ୟାର ତୁରନ୍ତ ସମାଧାନ ହୋଇଥିଲା ।