କଣ୍ଟାମାଳ: କଣ୍ଟାମାଳର ବିଭିନ୍ନ ପୂଜା ମଣ୍ଡପ ବୁଲିଲେ ବୌଦ୍ଧ ବ୍ଲକ ଅଧ୍ୟକ୍ଷ
ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ କଣ୍ଟାମାଳ ବ୍ଲକର ବିଭିନ୍ନ ପଞ୍ଚାୟତ ଓ ଗ୍ରାମରେ ଚାଲିଥିବା ଦୁର୍ଗା ପୂଜା ମଣ୍ଡପ ପରିଦର୍ଶନ କରିଛନ୍ତି। ସେ ମା'ଙ୍କ ଦର୍ଶନ କରିବା ସହ ପୂଜା କମିଟି ସଦସ୍ୟଙ୍କ ସହ ଆଲୋଚନା କରିଛନ୍ତି।