ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ କପ୍ତିପଦା ଉପଖଣ୍ଡ ଉଦଳାର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଦିନ ପ୍ରାୟ ୧୧ ଟା ରୁ ଦିନ ୨ ଟା ଯାଏଁ ଅନୁଷ୍ଠିତ ଜନଶୁଣାଣୀ ଶିବିରରେ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟ ଏବଂ ଆରକ୍ଷୀ ଅଧ୍ୟକ୍ଷକ ବରୁଣ ଗୁଣ୍ଟୁପାଲି ଯୋଗ ଦେଇ ୭୦ ଗୋଟି ଜନ ଅଭିଯୋଗର ଶୁଣାଣୀ କରିଛନ୍ତି।