ସମ୍ବଲପୁର କମିଶନର କଲୋନୀ ପଡ଼ିଆ ଠାରେ ଆୟୋଜିତ ‘ଚତୁର୍ଥ ବାଜି ରାଉତ ଫୁଟବଲ ଟୁର୍ଣ୍ଣାମେଣ୍ଟ’ ଅନୁଷ୍ଠିତ ହେଇଛି l ଏହି ଅବସରରେ ସମସ୍ତ ଯୁବ ଖେଳାଳିମାନଙ୍କୁ ଉତ୍ସାହିତ କରାଯାଇଥିଲା l ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ Narendra Modi ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ Dharmendra Pradhan ଙ୍କ ମାର୍ଗଦର୍ଶନରେ ଆୟୋଜିତ ଏହି ମହୋତ୍ସବ ଗ୍ରାମାଞ୍ଚଳର ଲୁକ୍କାୟିତ କ୍ରୀଡ଼ା ପ୍ରତିଭାଙ୍କୁ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ପରିଚୟ ପ୍ରଦାନ କରିବା ସହ ଆମର ଯୁବପିଢ଼ିଙ୍କ ସ୍ୱପ୍ନ ପୂରଣ କରିବାରେ ସହାୟକ ହେବ ବୋଲି ସୂଚନା ମିଳିଛି l