ରାଜ୍ୟ ଆଦର୍ଶ ବିଦ୍ୟାଳୟ ଶିକ୍ଷକ ମହାସଂଘ ର ଆହ୍ୱାନ କ୍ରମେ ସାରା ରାଜ୍ୟରେ ତେର ଦଫା ଦାବି ନେଇ ଓଡିଶା ଆଦର୍ଶ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ ମାନେ କଳାବ୍ୟାଜ ପରିଧାନ କରି କାର୍ଯ୍ୟରେ ଯୋଗ ଦେଇଥିବା ବେଳେ ଅନୁରୂପ ଭାବରେ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଡିଣ୍ଡିରାଗାଁ ଠାରେ ସମବାର ଦିନ 20ଘଣ୍ଟିକା ରୁ ଥିବା ଓଡିଶା ଆଦର୍ଶ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ ମାନେ ମଧ୍ୟ ସଂଘର ନିଷ୍ପତି କ୍ରମେ କଳାବ୍ୟାଜ ପରିଧାନ କରି କାର୍ଯ୍ୟରେ ଯୋଗ ଦେଇଛନ୍ତି I କନ୍ଧମାଳ ଜିଲ୍ଲା ଆଦର୍ଶ ବିଦ୍ୟାଳୟ ଶିକ୍ଷକ ମହାସଂଘ ର ସଭାପତି ବଳରାଜ ସାହାଣୀ ତଥା ଫିରିଙ୍ଗିଆ ଆଦର୍ଶ ବିଦ୍ୟାଳୟ ର ଖେଳ