Public App Logo
Jansamasya
National
South_delhi
Pmmsy
Haryana
Matsyasampadasesamriddhi
���ीएसटी
Cybersecurityawareness
Nextgengst
Fidfimpact
Happydiwali
Diwali2025
Railinfra4andhrapradesh
Responsiblerailyatri
Andhrapradesh
���हात्मा_गांधी
���ांधी_जयंती
Gandhijayanti
Digitalindia
Fisheries
Nfdp
Swasthnarisashaktparivar
Delhi
Vandebharatexpress
Didyouknow
Shahdara
New_delhi
Worldenvironmentday
Beattheheat

କବିସୂର୍ଯ୍ୟନଗର: ବେଗୁନିଆପଡା ଥାନାରେ ରାଷ୍ଟ୍ରୀୟ ଗୀତ ବନ୍ଦେ ମାତରମ ଗାନ

ରାଜ୍ୟ ସ୍ତରୀୟ ରାଷ୍ଟ୍ର ଗୀତ ବନ୍ଦେ ମାତରଂ ର 150 ତମ ପୂର୍ତ୍ତ ଉପଲକ୍ଷେ ବେଗୁନିଆପଡା ଥାନାରେ ସାମୁହିକ ଗୀତ ଗାନ କରାଯାଇଛି । ବନ୍ଦେ ମାତରମ୍ କେବଳ ଗୀତ ନୁହେଁ, ଏହା ରାଷ୍ଟ୍ରପ୍ରେମ, ତ୍ୟାଗ ଓ ରାଷ୍ଟ୍ରପ୍ରତି ସମର୍ପଣ ଭାବର ପ୍ରତୀକ। ସାରା ଭାରତର ଲୋକ, କାଶ୍ମୀରରୁ କନ୍ୟା କୁମାରୀ ପର୍ଯ୍ୟନ୍ତ, ବନ୍ଦେ ମାତରମ୍‌କୁ ସାମୁହିକ ଭାବେ ଗାନ କରିବାର ପ୍ରଭାବ ଖୁବ୍ ସୁଦୂରପ୍ରସାରୀ। ବିଶେଷ କରି ଛୋଟ ଛୋଟ ପିଲା, ଛାତ୍ର ଓ ଯୁବକ ମାନଙ୍କ ଉପରେ ଖୁବ୍ ପ୍ରଭାବ ରହିବ। ଆଗାମୀ ଦିନରେ ଏହା ରାଷ୍ଟ୍ରବାଦକୁ ଏକ ନୂଆ ସଂଜ୍ଞା ଦେବାରେ ସଫଳ ହେବ ବୋଲି ଥାନା ଅଧିକାରୀ ଭଗବାନ ପୂଜାରି କହିଛନ୍ତି ।

MORE NEWS