ବରଗଡ ଜିଲ୍ଲା ବିଜେପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗାଇସିଲେଟ ବ୍ଲକ ଅଞ୍ଚଳରେ ଆସନ୍ତା କାଲି ୯ଘଣ୍ଟା ଧରି ବିଦ୍ୟୁତ ସରବରାହ ବନ୍ଦ ରହିବ ବୋଲି ସୂଚନା ଦେଇଚ୍ଛି ବିଦ୍ୟୁତ ବିଭାଗ ।