ପରଜଙ୍ଗ: ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ବିଜେପି ପକ୍ଷରୁ ସ୍ୱଚ୍ଛତା ଅଭିଯାନ
ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବିଜେପି ନଗର ମଣ୍ଡଳ ପକ୍ଷରୁ ଆୟୋଜିତ ହୋଇଛି ସ୍ୱଚ୍ଛତା ଅଭିଯାନ। ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ତତ୍ତ୍ୱାବଧାନରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ର, ଦଳୀୟ କାର୍ଯ୍ୟକର୍ତ୍ତା ଓ ସ୍ୱେଚ୍ଛାସେବୀମାନେ ସାମିଲ ହୋଇ ହସ୍ପିଟାଲ ପରିସର ସଫେଇ କରିଛନ୍ତି।