କେନ୍ଦୁଝର ସଦର: କେନ୍ଦୁଝରରେ ବିଜୁ ଜନତା ଦଳର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ
ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ କେନ୍ଦୁଝରରେ ଅନୁଷ୍ଠିତ ହୋଇଛି ବିଜେଡି ଓ ଛାତ୍ର ଜନତା ଦଳର କାର୍ଯ୍ୟକାରିଣୀ ବୈଠକ। ଜିଲ୍ଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ନେତୃତ୍ୱରେ ଆୟୋଜିତ ଏହି ବୈଠକରେ ଦେବୀ ପ୍ରସାଦ ମିଶ୍ର, ବଦ୍ରି ନାରାୟଣ ପାତ୍ର, ଅଭିମନ୍ୟୁ ସେଠୀଙ୍କ ସମେତ ଅନେକ ବରିଷ୍ଠ ନେତା ଉପସ୍ଥିତ ଥିଲେ।