ବାରିପଦା ସଦର: MSCBUରେ ଜାତୀୟ ଶିକ୍ଷା ନୀତି-2020 ଉପରେ କର୍ମଶାଳା ଆୟୋଜିତ
ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଅର୍ଥନୀତି ବିଭାଗ ପକ୍ଷରୁ ଜାତୀୟ ଶିକ୍ଷା ନୀତି-2020 ଉପରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜାତୀୟ ଶିକ୍ଷା ନୀତିର ଲକ୍ଷ୍ୟ ଓ ଏହାର ସଫଳ ରୂପାୟନ ଉପରେ ଆଲୋଚନା କରାଯାଇଛି।