ସୁନ୍ଦରଗଡ଼ ଜିଲ୍ଲାର କୁତ୍ରା ବ୍ଳକର କୁତ୍ରା ହାଇସ୍କୁଲ ପ୍ରାଙ୍ଗଣରେ ଜିଲ୍ଲା ସ୍ତରୀୟ କବାଡି ଚୟନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ବଡ଼ଗାଁ ର ଜିଲ୍ଲା ପରିଷଦ ସଭ୍ୟ ଅମୀୟ କୁମାର ପ୍ରଧାନ ଅଂଶଗ୍ରହଣ କରିଥିଲେ। ଜିଲ୍ଲା ଶିକ୍ଷା ଅଧିକାରୀ ମୁରଲିଧର ବେହେରା ଙ୍କର ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ରେ ଅନୁଷ୍ଠିତ ହୋଇଛି।