Public App Logo
Jansamasya
News
पुलिस
Bjp
National
Police
Bihar
बिहार
कांग्रेस
मौत
बीजेपी
विधायक
Congress
Modi
Delhi
Viral
Odisha
Rajasthan
अमित_शाह
दिल्ली
Breakingnews
Narendramodi
Madhya_pradesh
Pmmodi
Ipl
Rahulgandhi
Haryana
Uttarpradesh
Cricket
शादी

ବାଙ୍ଗିରିପୋଷି: ଦୁମାଡିହି ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ନେଇ ମାସା ଆର୍ମୀ ପକ୍ଷରୁ ଜିଲ୍ଲା ମଙ୍ଗଳ ଅଧିକାରୀଙ୍କୁ ବାରିପଦା ଠାରେ ଦାବିପତ୍ର ପ୍ରଦାନ

ମାସା ଆର୍ମୀ ରାଜ୍ୟ ସଭାପତି ସୁକୁଲାଲ ମାରାଣ୍ଡିଙ୍କ ନେତୃତ୍ବରେ ଅଭିଭାବକ ମାନେ ଶୁକ୍ରବାର ଅପରାହ୍ନ ପ୍ରାୟ ୨ ଟାରେ ଜିଲ୍ଲା ମଙ୍ଗଳ ଅଧିକାରୀଙ୍କୁ ବାରିପଦା ଠାରେ ଭେଟି ସମସ୍ୟା ବାବଦରେ ଜଣାଇଛନ୍ତି। ଏହା ସହିତ ବିଜ୍ଞାନ ଓ ସଂସ୍କୃତ ଶିକ୍ଷକ ନିଯୁକ୍ତ କରିବାକୁ ଏକ ଦାବିପତ୍ର ପ୍ରଦାନ କରିଥିଲେ।