Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
India
Coronavirus
किसान
कांग्रेस
Accident
Congress
Modi
Delhi
Viral
Up
Bollywood
Breakingnews
Narendramodi
Madhya_pradesh
Mp
Madhyapradesh
Pmmodi
Kerala
Rahulgandhi
Chhattisgarh
Uttarpradesh
Haryana

ସମ୍ବଲପୁର ମ୍ୟୁନିସିପାଲଟି: ପଶ୍ଚିମ ଓଡିଶା ଦଳିତ ସୁରକ୍ଷା ପରିଷଦ ଓ ଅନେକ ସଂଗଠନ ପକ୍ଷରୁ ସମ୍ବଲପୁର ସାମ୍ବାଦିକ ଭବନରେ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଶ୍ଚିମ ଓଡିଶା ଦଳିତ ସୁରକ୍ଷା ପରିଷଦ ଓ ଅନେକ ସଂଗଠନ ପକ୍ଷରୁ ସମ୍ବଲପୁର ସାମ୍ବାଦିକ ଭବନ ଠାରେ ଆଜି ଅବସର ପ୍ରାପ୍ତ ହୀରାକୁଦ ନଦୀ ବନ୍ଦ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ଇଂ. ସୁଧୀର କୁମାର ସାହୁ ଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି l ଏହି କାର୍ଯ୍ୟକ୍ରମ ରେ ଅଧ୍ୟକ୍ଷ ନିହାଲ ସିଂ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଥିଲା l ଏଥିରେ ମୁଖ୍ୟ ଅତିଥି ଭାବରେ ଅବସର ପ୍ରାପ୍ତ ଓଡିଶା ପ୍ରଶାସନିକ ଅଧିକାରୀ ମୁରଲୀ ଧର ନାଏକ,ମୁଖ୍ୟ ଉପଦେଷ୍ଟା ପଦ୍ମଶ୍ରୀ ଡ଼କ୍ଟର ଜିତେନ୍ଦ୍ର ହରିପାଳ ପ୍ରମୁଖ ଯୋଗ ଦେଇଥିଲେ l ଇଂ.ଶ୍ରୀ ସାହୁଙ୍କ ମାନବବାଦ ପୁସ୍ତକ ର ମଧ୍ୟ ଏଠାରେ ଲୋକାର୍ପଣ ହୋଇଥିଲା

MORE NEWS