Public App Logo
Jansamasya
News
Bjp
National
Police
Bihar
India
कांग्रेस
भाजपा
Congress
Modi
Delhi
Viral
Crime
Jharkhand
Up
Iyc
Bollywood
दिल्ली
Breakingnews
महिला
Narendramodi
Madhya_pradesh
सोशल_मीडिया
Madhyapradesh
Pmmodi
Rahulgandhi
Ipl
Uttarpradesh
Haryana

ଖଲ୍ଲିକୋଟ୍: କନକ ମଞ୍ଜରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ କୁଇଜ୍ ପ୍ରତିଯୋଗିତା ଉଦ୍ଘାଟନୀ ଉତ୍ସବ ଅନୁଷ୍ଠିତ

Khalikote, Ganjam | Nov 28, 2025
ଖଲ୍ଲିକୋଟ ସ୍ଥିତ କନକ ମଞ୍ଜରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ବ୍ଲକ ସ୍ତରୀୟ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଆଜି ଦିନ ସାଢ଼େ ୧୧ ଟା ସମୟରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ପକ୍ଷରୁ ଆୟୋଜିତ ଏହି ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଖଲ୍ଲିକୋଟ ଗୋଷ୍ଠୀ ଶିକ୍ଷାଧିକାରୀ ସତ୍ୟନାରାୟଣ ଦାସ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭ ଉଦ୍ଘାଟନ କରିଥିଲେ । ଅନୁଷ୍ଠିତ ଏହି ପ୍ରତିଯୋଗିତା କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟ ର ଶତାଧିକ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିଥିବା ବେଳେ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନେ ସହଯୋଗ କରିଥିଲେ ।