ନବରଙ୍ଗପୁର ପୋଲିସ ଷ୍ଟେସନ: ଦକ୍ଷତା ବିକାଶ ତାଲିମ କେନ୍ଦ୍ରରେ ଜିଲ୍ଲା ସ୍ତରୀୟ ୮ମ ରାଷ୍ଟ୍ରୀୟ ପୋଷଣ ମାସ ୨୦୨୫ପାଳିତ
ଦକ୍ଷତା ବିକାଶ ତାଲିମ କେନ୍ଦ୍ରରେ ଜିଲ୍ଲା ସ୍ତରୀୟ ୮ମ ରାଷ୍ଟ୍ରୀୟ ପୋଷଣ ମାସ ୨୦୨୫ପାଳିତ ଆଜି ଜିଲ୍ଲା ସ୍ତରୀୟ ୮ ମ ରାଷ୍ଟ୍ରୀୟ ପୋଷଣ ମାସ ୨୦୨୫ ପାଳନ ଅବସର ରେ ସ୍ଥାନୀୟ ଦକ୍ଷତା ବିକାଶ ତାଲିମ କେନ୍ଦ୍ର ଠାରେ ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ଵ)ବିଶ୍ଵଜିତ ବର୍ମନଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ, ଏ ଡି ପି ଏଚ ଓ ଡ ମଳୟ ତ୍ରିପାଠୀ,ଜିଲ୍ଲା ମଙ୍ଗଳ ଅଧିକାରୀ ରବୀନ୍ଦ୍ର ପାଳକା,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଦ୍ରପୌଦୀ କହଁର , ଡି ଏସ ଏସ ଓ ସୁଧାଂଶୁ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ